ପାଣି କାଦୁଅ ରାସ୍ତାରେ ଯାତାୟାତ କରୁଛନ୍ତି ସ୍ଥାନୀୟ ଲୋକେ
Nayagarh (ନୟାଗଡ଼)ରିପୋର୍ଟ :ସଞ୍ଜୟ କୁମାର କଅଁର,ନୂଆଗାଁAugust 7, 202683 views

ନୟାଗଡ ଜିଲ୍ଲା ଖଣ୍ଡପଡା ବ୍ଲକ ଅନ୍ତର୍ଗତ କୋଷ୍କା ଗ୍ରାମଠାରୁ ଲୁହାର ଖଣି ଗ୍ରାମକୁ ରାସ୍ତା ନଥିବାରୁ ଜନସାଧାରଣ ଲୋକ ପାଣି କାଦୁଅ ରାସ୍ତାରେ ଯାତାୟତ କରିବାପାଇଁ ବହୁତ ହଇରାଣ ହରକତ ହେଉଛନ୍ତି
ସ୍ଥାନୀୟ ଅଞ୍ଚଳବାସୀ ଲୋକଙ୍କ କହିବା ଅନୁସାରେ ପଂଚାୟତରେ ଜଣାଇଥିଲେ ମଧ୍ୟ ପଂଚାୟତ କତୃପକ୍ଷ କଥାକୁ ଏଡ଼େଇ ଦେଇଥିବା ସ୍ଥାନୀୟ ଅଞ୍ଚଳବାସୀ ଲୋକେ କହୁଛନ୍ତି
ଏନେଇ ବ୍ଲକ ପ୍ରଶାସନଙ୍କ ନିକଟରେ ଜଣାଇଥିଲେ ମଧ୍ୟ ବ୍ଲକ ପ୍ରଶାସନ କୌଣସି ପଦକ୍ଷେପ ନେଉନାହାନ୍ତି ବୋଲି ସ୍ଥାନୀୟ ବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ମିଳୁଛି
ସ୍ଥାନୀୟ ଲୋକଙ୍କ କହିବା କଥା ଏହି ସମସ୍ୟାର ସମାଧାନ କରି ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ କରିବା ପାଇଁ ଜିଲ୍ଲା ପ୍ରଶାସନଙ୍କ ନିକଟରେ ଅଭିଯୋଗ ଦାବି କରିଛନ୍ତି!
